ଅତ୍ୟାଚାରୀ ମାଲିକ

ଘରକାମ କରିବାକୁ ଜଣେ ବୁଢୀ ଦୁଇଜଣ ଦାସୀ ରଖିଥାଏ । ଆଉ ସେ ବୁଢୀର ମଧ୍ୟ ଗୋଟିଏ ଗଞ୍ଜା ଥାଏ । ପାହାନ୍ତାରେ ଗଞ୍ଜା ଡାକିଲେ ବୁଢୀ ତା’ ଦୁଇ ଦାସୀଙ୍କୁ ଉଠେଇଦିଏ । ସବୁଦିନେ ଭୋରୁ ଉଠିବାକୁ ପଡୁଥିବାରୁ ସେ ଦାସୀ ଦୁହିଁଙ୍କର ଏ ଗଞ୍ଜା ଉପରେ ଭାରି ରାଗ ହେଲା । ତେଣୁ ଥରେ ସେ ଦୁଇ ଦାସୀ ମିଶି ଏ ଗଞ୍ଜାକୁ ମାରିଦେଲେ ।

                ଗଞ୍ଜା ନ ଥିବାରୁ କାଳେ ସେ ବୁଢୀ ଡେରିଯାଏ ଶୋଇପଡିବ ଓ ସେହି ମଉକା ପାଇ ଦାସୀମାନେ ମଧ୍ୟ ଉଠିବେ ନାହିଁ, ସେଥିପାଇଁ ସିଡି ପକାଇ ଘର ଉପରେ ଚଢି ଥରେ ଥରେ ବାଉଳାରେ ରାତିଅଧରୁ ସେ ବୁଢୀ ଗଞ୍ଜା ଯେଉଁଠୁ ବୋବାଏ ସେଇଠି ବସି ଦୁଇଦାସୀଙ୍କ ନାମଧରି ଚିତ୍କାର କଲା । ଗଞ୍ଜା ମଲାପରେ ବି ବିଚାରୀମାନଙ୍କୁ ରାତିଅଧରୁ ଉଠିବାକୁ ପଡିଲା ।

ପାପକଲେ ଦଣ୍ଡ ବଢେ ।

Find Amazon’s best deals & get advantage of the more hidden discounts!

Find over 75% discounts

Discover hidden offers, sales & discounts when searching for products on Amazon.

Keyword/s (optional)

(eg Iphone 5s Gold or Ipad Mini 16GB)

Search Discount
ବିସ୍ଵାଶ କରିବା ଆଗରୁ ବିଜ୍ଞାପନ ଗୁଡିକର ସଠିକତାକୁ ତଦନ୍ତ କରନ୍ତୁ ।
loading...

ଗପ ସାରଣୀ

ବିସ୍ଵାଶ କରିବା ଆଗରୁ ବିଜ୍ଞାପନ ଗୁଡିକର ସଠିକତାକୁ ତଦନ୍ତ କରନ୍ତୁ ।

ସାଢି | ଲାପଟପ୍ | ଟେଲିଭିଜନ୍ | ଯୋତା | ମୋବାଇଲ୍ |ବହି

ପ୍ରଥମେ ଯେକୌଣସି ଜିନିଷ ସର୍ଚ୍ଚ କରନ୍ତୁ, ପରେ କ୍ୟାସ ଅନ ଡେଲିଭରିରେ ଅଡ଼ର୍ କରନ୍ତୁ, ମାନେ ଜିନିଷ ପାଇଲା ପରେ ହିଁ ପଇସା ଦିଅନ୍ତୁ

ତାଲିକାଭୁକ୍ତ ଗପ

loading...