ଆପଣଙ୍କ ପାଇଁ ଯାହା ହୀରା, ଆମପାଇଁ ତାହା ପଥର

ନିର୍ଲୋଭ ମଣିଷ ସନ୍ଥମାନେ ସଦା ଧନ ସମ୍ପତ୍ତିରେ ନଥାଏ ଲୋଭ

    ମାଟି ଗୋଡିସମ ମଣିଥାନ୍ତି ଯେତେ ମୂଲ୍ୟବାନ ହୀରା, ମୋତି ସରବ ।

    ସନ୍ଥ ପୁରନ୍ଦର ଦମ୍ପତ୍ତି ଏଭଳି ନିର୍ଲୋଭ ମଣିଷ ଅତୀତେ ଥିଲେ

    ଛଦ୍ମବେଶେ କୃଷ୍ଣ ଦେବରାୟ ରାଜା ସନ୍ଥ ଦମ୍ପତ୍ତିଙ୍କୁ ପରୀକ୍ଷା କଲେ ।

                ସାଧାରଣତଃ ସାଧୁସନ୍ଥମାନେ ନିର୍ଲୋଭ ମଣିଷ । ସେମାନଙ୍କର ଧନସମ୍ପଦ କି କୋଠାବାଡି ଉପରେ ମୋଟେ ଲୋଭ ନଥାଏ । ବସ୍ତୁତଃ ସେମାନେ ସୁନା, ହୀରା, ମୋତି, ମାଣିକ୍ୟ ଆଦି ଦୁର୍ଲଭ ପଦାର୍ଥକୁ ଅତି ତୁଚ୍ଛ ମାଟି ଗୋଡି ଭଳି ମଣିଥାନ୍ତି ।

Find Amazon’s best deals & get advantage of the more hidden discounts!

Find over 75% discounts

Discover hidden offers, sales & discounts when searching for products on Amazon.

Keyword/s (optional)

(eg Iphone 5s Gold or Ipad Mini 16GB)

Search Discount
ବିସ୍ଵାଶ କରିବା ଆଗରୁ ବିଜ୍ଞାପନ ଗୁଡିକର ସଠିକତାକୁ ତଦନ୍ତ କରନ୍ତୁ ।
loading...

ଗପ ସାରଣୀ

ବିସ୍ଵାଶ କରିବା ଆଗରୁ ବିଜ୍ଞାପନ ଗୁଡିକର ସଠିକତାକୁ ତଦନ୍ତ କରନ୍ତୁ ।

ସାଢି | ଲାପଟପ୍ | ଟେଲିଭିଜନ୍ | ଯୋତା | ମୋବାଇଲ୍ |ବହି

ପ୍ରଥମେ ଯେକୌଣସି ଜିନିଷ ସର୍ଚ୍ଚ କରନ୍ତୁ, ପରେ କ୍ୟାସ ଅନ ଡେଲିଭରିରେ ଅଡ଼ର୍ କରନ୍ତୁ, ମାନେ ଜିନିଷ ପାଇଲା ପରେ ହିଁ ପଇସା ଦିଅନ୍ତୁ

ତାଲିକାଭୁକ୍ତ ଗପ

ନୂଆ ତାଲିକାଭୁକ୍ତ ଗପ

loading...