ଆଜି ଆମର ଏକ ସୌଭାଗ୍ୟର ଦିନ

ଦୀନଦୁଃଖୀ ସେବା କରିବା ସୌଭାଗ୍ୟ ମିଳିଥାଏ ସିନା ଭାଗ୍ୟରେ ଥିଲେ

    ସାଥେ ଥିବା ବନ୍ଧୁ ଗିରୀଶଚନ୍ଦ୍ରଙ୍କୁ କହିଦେଲେ ବିଦ୍ୟାସାଗର ଥରେ ।

    ଈଶ୍ୱରଚନ୍ଦ୍ରଙ୍କ ଭଳି ବି ଗିରୀଶ ଥିଲେ ଦୟାଶୀଳ, ହୃଦୟବାନ

    ସେଥିଲାଗି ଦୁହେଁ ସମାଜସେବାରେ କାଟିଦେଇଥିଲେ ସାରାଜୀବନ ।

ଅନେକ ଦିନ ତଳେ ଈଶ୍ୱରଚନ୍ଦ୍ର ବିଦ୍ୟାସାଗରଙ୍କ ଜୀବନରେ ଘଟିଥିଲା ଏଇ ଘଟଣାଟି । ଏଇ ଗୋଟିଏ ଘଟଣା କାହିଁକି ତାଙ୍କର ଜୀବନରେ ଘଟିଥିବା ପ୍ରତ୍ୟେକ ଘଟଣା ସୂଚାଇଦିଏ ଯେ, ଈଶ୍ୱରଚନ୍ଦ୍ର କେବଳ ବିଦ୍ୟାର ସାଗର ନୁହଁନ୍ତି, ଦୟାର ସାଗର ମଧ୍ୟ ।


ଗପ ସାରଣୀ

ତାଲିକାଭୁକ୍ତ ଗପ