ଆପଣଙ୍କ ପାଇଁ ଯାହା ହୀରା, ଆମପାଇଁ ତାହା ପଥର

ନିର୍ଲୋଭ ମଣିଷ ସନ୍ଥମାନେ ସଦା ଧନ ସମ୍ପତ୍ତିରେ ନଥାଏ ଲୋଭ

    ମାଟି ଗୋଡିସମ ମଣିଥାନ୍ତି ଯେତେ ମୂଲ୍ୟବାନ ହୀରା, ମୋତି ସରବ ।

    ସନ୍ଥ ପୁରନ୍ଦର ଦମ୍ପତ୍ତି ଏଭଳି ନିର୍ଲୋଭ ମଣିଷ ଅତୀତେ ଥିଲେ

    ଛଦ୍ମବେଶେ କୃଷ୍ଣ ଦେବରାୟ ରାଜା ସନ୍ଥ ଦମ୍ପତ୍ତିଙ୍କୁ ପରୀକ୍ଷା କଲେ ।

                ସାଧାରଣତଃ ସାଧୁସନ୍ଥମାନେ ନିର୍ଲୋଭ ମଣିଷ । ସେମାନଙ୍କର ଧନସମ୍ପଦ କି କୋଠାବାଡି ଉପରେ ମୋଟେ ଲୋଭ ନଥାଏ । ବସ୍ତୁତଃ ସେମାନେ ସୁନା, ହୀରା, ମୋତି, ମାଣିକ୍ୟ ଆଦି ଦୁର୍ଲଭ ପଦାର୍ଥକୁ ଅତି ତୁଚ୍ଛ ମାଟି ଗୋଡି ଭଳି ମଣିଥାନ୍ତି ।


ଗପ ସାରଣୀ

ତାଲିକାଭୁକ୍ତ ଗପ