ପୃଥିବୀର ସବୁଠୁ ଗରିବ ରାଷ୍ଟ୍ରପତି

ଶୁଣିଲେ ଚକିତ ଲାଗିବ ନିଶ୍ଚୟ ରାଷ୍ଟ୍ରପତି ଜଣେ ଗରିବ ଅତି

    ସବୁଠୁ ଅଧିକ ଆଶ୍ଚର୍ଯ୍ୟ ଲାଗିବ ତୁମକୁ ଶୁଣିଲେ ତାଙ୍କର ଚଳଣି ନିତି ।

    ଦେଶର ମୁଖିଆ ଜମିଚାଷ କରି ରହନ୍ତି ତାଙ୍କର କୁଡିଆ ଘରେ

    ନିପୀଡିତ ଜନେ ଦାନ କରିଥାନ୍ତି ତାଙ୍କର ଦରମା ପାଇଲା ପରେ ।

    ଉରୁଗୁଏ ଦେଶ ରାଷ୍ଟ୍ରପତି ଏବେ “ଜୋସ୍ ମୁଜିକା” ନାମକୁ ବହି

    ଦେଶକୁ ଶାସନ କରନ୍ତି ସିନା ସେ ଗରିବ ଚଳଣି ତାଙ୍କର ଭାଇ ।

                ଶୁଣିଲେ ଖୁବ୍ ଆଶ୍ଚର୍ଯ୍ୟ ଲାଗିବ ଜଣେ ଦେଶମୁଖ୍ୟଙ୍କର ଚଳଣି କଥା । ଏହି କଥାକୁ ଏତେ ସହଜରେ ବିଶ୍ୱାସ କରିହେବ ନାହିଁ, ମାତ୍ର ଏ କଥାଟି ସତ୍ୟ ।


ଗପ ସାରଣୀ

ତାଲିକାଭୁକ୍ତ ଗପ