ମହାଭାରତ

ଶୋଇବା ପୂର୍ବରୁ ପାଣ୍ଡବମାନେ ଯୁଦ୍ଧ ବିଷୟରେ ଓ ସେଦିନ ଘଟିଥିବା ଘଟଣା ସବୁ ବିଷୟରେ କଥାବାର୍ତ୍ତା ହେଲେ । ଧୃଷ୍ଟଦ୍ୟୁମ୍ନ ସେମାନଙ୍କ ସବୁକଥା ଶୁଣିବା ପରେ ଯାଇ ତାଙ୍କ ପିତା ଦ୍ରୁପଦଙ୍କୁ ସବୁକିଛି କହିଲେ । ତା’ପରେ ସେ କହିଲେ, “ସେମାନଙ୍କ କଥାବାର୍ତ୍ତାରୁ ମନେହୁଏ ସେମାନେ ପଂଚୁପାଣ୍ଡବ, ମାତା କୁନ୍ତୀଙ୍କ ସହ ଛଦ୍ମବେଶରେ ସେମାନେ ଅବସ୍ଥାନ କରୁଛନ୍ତି । ଏକଥା ଶୁଣି ଦ୍ରୁପଦଙ୍କର ଅପାର ଆନନ୍ଦ ହେଲା । ତାଙ୍କର ବହୁଦିନର ଇଚ୍ଛା ପୂର୍ଣ୍ଣ ହୋଇଛି ଜାଣି ସେ ମଧ୍ୟ ଖୁସୀରେ ଅଧୀର ହେଲେ ।

ବିଶେଷ ଦ୍ରଷ୍ଟବ୍ୟ:- କେତେକ କାହାଣୀ ମନୋରଞ୍ଜନ ଏବଂ ନୀତି ଶିକ୍ଷା ଉବ୍ଦେଶ୍ୟରେ କେବଳ ମନଗଢା ବା କଳ୍ପନା ଭାବଧାରା ଦ୍ୱାରାହିଁ ପ୍ରତିବେସିତ। କିଛି କାହାଣୀରେ କିଛି ମାତ୍ରାରେ ସତ୍ୟତା ଥିଲେ ମଧ୍ୟ ତାହା ମନଗଢା କଥା ଦ୍ୱାରା ବର୍ଣ୍ଣିତ ଏବଂ ବଢ଼େଇ ଚଢେଇ ଲିଖିତ । ଯଦି କୌଣସି କାହାଣୀରେ ବୈଜ୍ଞାନିକ ଆଧାର ନଥାଏ ତାକୁ ସତ୍ୟ ମାନିବା ଅନୁଚିତ୍। ଅନ୍ୟ କେତେକ କାହାଣୀ ମନୋରଞ୍ଜନ ଏବଂ ନୀତି ଶିକ୍ଷା ଉବ୍ଦେଶ୍ୟରେ ଲେଖା ହୋଇଥିଲେ ମଧ୍ୟ ସେଗୁଡିକ ଜାତି, ଅନ୍ଧବିଶ୍ୱାସ, ତର୍କ ହୀନତା, ଧର୍ମ ଓ ବ୍ୟକ୍ତିବିଶେଷ ପ୍ରଚାର ଉଦ୍ଧେଶ୍ୟରେ ଲିଖିତ ଧୁର୍ତ୍ତ ଗପ ତେଣୁ ତାକୁ ସତ୍ୟ  ମାନିବା ଅନୁଚିତ୍ । ଯଦି କୌଣସି ବ୍ୟକ୍ତିର କାଳ୍ପନିକସ୍ତର ବାସ୍ତବିକତା ସହ ମେଳନଖାଏ  ଏବଂ ଅନ୍ଧବିସ୍ଵାଶର ବଶବର୍ତ୍ତୀ ହୋଇ ଅଜ୍ଞାନତାର ଜନନୀ ହୁଏ ତେବେ ଏହାକୁ ମାନସିକ ବିକୃତତା କୁହାଯାଏ । ମହାଭାରତର ଅର୍ଥ କଣ? ଭାରତ କଣ ଏକ ଯାଗାର ନାମ ନା ଜଣେ ମଣିଷର ନାମ? ଯଦି ଏହା ଏକ ଯାଗାର ନାମ ତେବେ “ମହା ଜାଗା” ର ଅର୍ଥ କଣ? ଯଦି ଏହା ଜଣେ ମଣିଷର ନାମ ତେବେ “ମହା ମଣିଷର” ଅର୍ଥ କଣ? କିଛି ବିଦ୍ୱାନ କୁହନ୍ତି ମହାଭାରତ ହେଉଛି ମହାନ୍ ଭାରତ । ଅର୍ଥାତ ଆମଦେଶର ପୁରାତନ ଇତିହାସ ନାମ ଭାରତ ଥିଲା ଏବଂ ପଣ୍ଡୁ/ପାଣ୍ଡୁ ଏବଂ କୌରବଙ୍କର ଆଦିଜନକ “ଭାରତ” ବା ଶକୁନ୍ତଳା ଏବଂ ଦୁଷ୍ୟନ୍ତଙ୍କ ପୁତ୍ରଥିଲେ । କୁରୁ କିମ୍ବା ପାଣ୍ଡୁ ବଂଶ ଏବେକାର ଇଣ୍ଡିଆକୁ ଯେ ଦିନେ ସାଶନ କରୁଥିଲେ ବା ତାଙ୍କର କୌଣସି ଅଖଣ୍ଡ ରାଜ୍ୟ ଏତେ ବିଶାଳ ଥିଲା କୌଣସି ପ୍ରମାଣ ନାହିଁ । ଏହାସବୁ ମନ ଗଢା ଏବଂ କଳ୍ପନା ମାତ୍ର । ଏମିତି କିଏ ଉଡନ୍ତା କ୍ୟାମେରା ନେଇ ପ୍ରତି ମହାଭାରତର “ଚରିତ୍ର” ସାଥିରେ ବୁଲୁଥିଲାଯେ କୋଉ ଚରିତ୍ର କେତେବେଳେ କଣ କରୁଥିଲା ସେମାନଙ୍କର ପ୍ରତି ମୁହୂର୍ତ୍ତର ଖବର ମହାଭାରତର ରଚନାକାରୀଙ୍କୁ (ବ୍ୟାସ) ମିଳିଯାଉଥିଲା ଆଉ ସେ ତାଙ୍କ ଲେଖାରେ ଲେଖି ପକାଉଥିଲେ । ମହାଭାରତରେ “ଭାରତ” କଣ ତାହା ମଧ୍ୟ ଉଲ୍ଲେଖ ନାହିଁ । ମହାଭାରତ ହେଉଛି ନିଜ ପରିବାର ଭିତରେ, ମାନେ ଭାଇ ଭାଇଙ୍କ ଭିତରେ ସମ୍ପତ୍ତି ପାଇଁ ଲଢେଇ ଯାହା ଜୁଆ ଖେଳ, ନାରୀ ନିର୍ଯ୍ୟାତନା, ସୁରା ପାନ ଇତ୍ୟାଦି ମନ୍ଦ ଅଭ୍ୟାଷରୁ ପ୍ରାରମ୍ଭ । ମହାଭାରତ ଯଦି ମହା ଯୁଧ୍ୟ ହୁଏ ତେବେ ଭାରତ ମାନେ ହେଉଛି ଯୁଧ୍ୟ । ମହାଭାରତ ସଂସ୍କୃତରେ ଲିଖିତ ଏବଂ ଅନ୍ୟ ଭାଷାମାନଙ୍କୁ ଅନୁବାଦିତ; ଅର୍ଥାତ ମହାଭାରତ ସହ ସଂସ୍କୃତ ଭାଷା ବ୍ୟବହାରୀକାରୀଙ୍କ ଛଡା ଅନ୍ୟଭାଷୀ ଲୋକମାନଙ୍କର କୌଣସ ସମ୍ପର୍କ ନାହିଁ । ତେବେ ଏହାକୁ ଆମର ନୈତିକତା ଜ୍ଞାନର ଉତ୍ସ ରୂପେ କାହିଁକି ଥୋପାଯାଉଛି ଏହା ତର୍କର ବାହାରେ । ଇତିହାସରେ ଏମିତି କୌଣସି ପ୍ରମାଣ ନାହିଁ ଏବେକାର ଇଣ୍ଡିଆ ଦିନେ ଭାରତ ନାମ ଧାରୀ ରାଜା ରାଜୁତି କରୁଥିଲେ ବା ତାଙ୍କ ରାଜ୍ୟର ନାମ ଭାରତ ଥିଲା । ଭ୍ରମ ସୃଷ୍ଟିକାରୀ ବୈଦିକ ପ୍ରଚାରକଙ୍କ ମିଥ୍ୟା ପ୍ରଚାର ଇତିହାସଠାରୁ ନିଜକୁ ଦୁରେଇ ରଖନ୍ତୁ । କଛି ଧୂର୍ତ୍ତ, “ମାନସିକ ବିକୃତିକୁ” ଆମର ସଂସ୍କୃତି ରୂପେ ଆମଉପରେ ଥୋପେଇ ଆମ ମନକୁ ତାଙ୍କ ମନ ମୁତାବକ ନିୟନ୍ତ୍ରଣ କରିବାକୁ ଚାହାନ୍ତି । ସେପରି ଧୂର୍ତ୍ତମାନଙ୍କୁ ଚିହ୍ନନ୍ତୁ ଏବଂ ସେମାନଙ୍କୁ ବିରୋଧ କରନ୍ତୁ, ତାହା ସହିତ ସେମାନଙ୍କ ବିକୃତ ମାନସିକତା ଠାରୁ ଦୁରେଇ ରୁହନ୍ତୁ ।


ଗପ ସାରଣୀ

ତାଲିକାଭୁକ୍ତ ଗପ