ମାଆଙ୍କ ପ୍ରେରଣା ପିଲାଟିକୁ ବଡମଣିଷ କରିଦେଲା

ସାମାନ୍ୟ କଥାରେ କ୍ରୋଧାନ୍ୱିତ ହୋଇ ହରାଏ ମଣିଷ ବିଚାରଶକ୍ତି

    ଜାଣିପାରେ ନାହିଁ ଭଲମନ୍ଦ ସିଏ କରି-ବସେ ସଦା କୁକର୍ମ ଅତି ।

    ସେହିପରି ଜଣେ ବଦ୍ରାଗୀ ପିଲା ପାଇ ମାଆଙ୍କର ପ୍ରେରଣା ଦିନେ

    ସମାଜ ସେବକ ଭାବରେ ସେ ଖ୍ୟାତ ହୋଇଯାଇଥିଲେ ବିଶ୍ୱ ଭୁବନେ ।

                ଅନେକ ଦିନ ତଳର କଥା । ବିଶ୍ୱବିଖ୍ୟାତ ସମାଜସେବକ ବାବା ଆମ୍ତେଙ୍କର ପିଲାଦିନର ଘଟଣା । ସେ ପିଲାଦିନେ ଅତିମାତ୍ରାରେ ବଦ୍ରାଗୀ ଥିଲେ । ଟିକିଏ ଟିକିଏ କଥାରେ ସେ ହଠାତ୍ ରାଗିଯାଇ ନିଆଁବାଣ ହୋଇଯାଉଥିଲେ । ଏହା ତାଙ୍କର ନିତିଦିନିଆ ବଦଭ୍ୟାସ ଥିଲା ।


ଗପ ସାରଣୀ

ତାଲିକାଭୁକ୍ତ ଗପ