ରାଷ୍ଟ୍ରପତିଙ୍କ ମହାନତା

 “ଆମେରିକା ଦେଶ ରାଷ୍ଟ୍ରପତି ପଦେ ରହିଥାନ୍ତି ଆବ୍ରାହମ୍ ଲିଙ୍କନ୍

ସେବେଳର ଏକ ଘଟଣାରୁ ଜଣାପଡେ ସିଏ ଥିଲେ କେତେ ମହାନ୍?

ଅସହାୟ ଜନେ ହେଉଥିଲେ ସାହା ବୋଲିଥିଲେ ଜନପ୍ରିୟ ସବୁରି

ଆଜି ସେ ନାହାଁନ୍ତି ଆମ ପାଶେ ସିନା ଅଛନ୍ତି ସଭିଙ୍କ ହୃଦେ ଆମରି ।”

ସେତେବେଳେ ଆବ୍ରାହମ୍ ଲିଙ୍କନ୍ ଆମେରିକାର ରାଷ୍ଟ୍ରପତି ପଦରେ ଥାଆନ୍ତି । ଏହା ସେହି ସମୟର ଘଟଣା । ବିଭିନ୍ନ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଭଳି ଆମେରିକାରେ ମଧ୍ୟ ବିଚାର କରି ଦୋଷୀକୁ ଶେଷରେ ଉପଯୁକ୍ତ ଦଣ୍ଡ ଦିଆଯାଇଥାଏ ।


ଗପ ସାରଣୀ

ତାଲିକାଭୁକ୍ତ ଗପ