Category - ପରୀ କାହାଣୀ

ପରୀକନ୍ୟା

ଏକଦା ଜଣେ ଲୋକର ସ୍ତ୍ରୀ ମରିଯିବାପରେ ସେ ଦ୍ୱିତୀୟ ବିବାହ କଲା । ତାର ଦ୍ୱିତୀୟ ସ୍ତ୍ରୀ ଜଣଙ୍କ ଖୁବ୍ ଗର୍ବୀ ତଥା ଅହଂକାରୀ ପ୍ରକୃତିର ଥିଲା । ସେ ସ୍ତ୍ରୀଲୋକଟିର ବି ତା’ ଆଗସ୍ୱାମୀର ଦୁଇଟି ଝିଅ ଥିଲେ ଏବଂ ସେମାନେ ତାଙ୍କ ମା ପ୍ରକୃତିର ଥିଲେ । ଏହି ବ୍ୟକ୍ତି ଜଣଙ୍କର ଆଗ ସ୍ତ୍ରୀର ଗୋଟିଏ ଛୋଟ ଝିଅ ମଧ୍ୟ ଥିଲା । ସେ ମଧ୍ୟ ତା ମା ପରି ଖୁବ୍ ସୁନ୍ଦର ଓ...

Read More

ଗପ ସାରଣୀ

ତାଲିକାଭୁକ୍ତ ଗପ