ମହାଭାରତ ଯୁଦ୍ଧ ପାଇଁ କୌରବ ଆଉ ପାଣ୍ଡବମାନଙ୍କ ଭିତରେ ପ୍ରସ୍ତୁତି ଚାଲିଥାଏ । କୌରବ ପକ୍ଷର ମୁଖ୍ୟ ଯୁବରାଜ ଦୁର୍ଯ୍ୟୋଧନ ଏଥିପାଇଁ ବ୍ୟାପକ ଆୟୋଜନ କରି ସାରିଥାଆନ୍ତି । ବହୁ ରାଜ୍ୟର ରାଜାମାନେ କୌରବଙ୍କ ପକ୍ଷ ସମର୍ଥନ କରି ହସ୍ତୀନା ନଗରୀରେ ଆସି ପହଁଚୁଥାଆନ୍ତି । ଏସମସ୍ତ ଖବର ପାଣ୍ଡବଙ୍କ ଜ୍ୟେଷ୍ଠ ଭ୍ରାତା ଧର୍ମରାଜ ଯୁଧିଷ୍ଠିରଙ୍କର ହସ୍ତଗତ ହେଉଥାଏ । କୌରବଙ୍କ...
Category - ପୌରାଣିକ
ମହାଭାରତ ଯୁଦ୍ଧରେ ପାଣ୍ଡବମାନେ ବିଜୟ ଲାଭ କରି ସାରିବା ପରେ ସେମାନେ ରାଜସୂୟ ଯଜ୍ଞ କରିବା ପାଇଁ ଆୟୋଜନ କଲେ । ଯଜ୍ଞ ମଧ୍ୟ ଆରମ୍ଭ ହେଲା ଠିକ୍ ମୁହୂର୍ତ୍ତରେ । ସମ୍ରାଟ ଯୁଧିଷ୍ଠିରଙ୍କ ଆଦେଶରେ ଦାନ ପାଇଁ ଭଣ୍ଡାର ଘରକୁ ସମ୍ପୂର୍ଣ୍ଣ ଭାବରେ ଖୋଲିଦିଆ ଯାଇଥାଏ । ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଦାନ ଗ୍ରହୀତାମାନେ ଭୋଜନ ସାରି ନିଜ ନିଜର ଦାନ ନେଇ ଫେରି...
ପ୍ରାଚୀନ କାଳର କଥା । ମହାଭାରତର ନାୟକ ଶ୍ରୀକୃଷ୍ଣଙ୍କ ଶିକ୍ଷା ଗୁରୁ ଥିଲେ ସନ୍ଦିପନୀ ମୁନି । ସେହି ମୁନି ସନ୍ଦିପନୀଙ୍କ ପିଲାଦିନର କଥା । ଗୁରୁ ଆଶ୍ରମରେ ଥିବା ସମୟରେ ସେ ଥିଲେ ଜଣେ ଆଜ୍ଞାବହ ଶିଷ୍ୟ । ସେ ସଦାବେଳେ ତାଙ୍କ ଗୁରୁଙ୍କ ଆଦେଶକୁ ଅକ୍ଷରେ ଅକ୍ଷରେ ପାଳନ କରୁଥିଲେ । ଗୁରୁଦେବ ଯେତେବେଳେ ଯେଉଁ ନିର୍ଦେଶ ଦେଉଥିଲେ, ସେଥିରେ ସେ...
ତ୍ରିକୂଟ ନାମକ ଏକ ପର୍ବତରେ ଏକ ବିଶାଳ ଉଦ୍ୟାନ ଥିଲା । ଏହା ଯେତିକି ସୁନ୍ଦର ସେତିକି ମନ ମୁଗ୍ଧକର ମଧ୍ୟ ଥିଲା । ଫଳରେ ସେଠାକୁ ସବୁଦିନ ସ୍ୱର୍ଗରୁ ଅପ୍ସରା ଓ ଅପ୍ସରୀ ମାନେ ଆସି କିଛି ସମୟ ଅତିବାହିତ କରୁଥିଲେ । ପୁନଃଶ୍ଚ ସେହି ଉଦ୍ୟାନ ମଧ୍ୟରେ ଏକ ବିଶାଳ ପୁଷ୍କରିଣୀ ବି ଥିଲା । ଯେଉଁଠି ସେହି ଅପ୍ସରା, ଅପ୍ସରୀମାନେ ସମୟେ ସମୟେ ଜଳକ୍ରୀଡା କରି ଆନନ୍ଦରେ ନିଜ...
ଯେତେବେଳେ ଧୃତରାଷ୍ଟ୍ରଙ୍କ ପ୍ରଥମ ପୁତ୍ର ଜନ୍ମ ହେଲା, ଅନ୍ଧ ପିତା ନିଜର ଜନ୍ମିତ ପୁତ୍ରକୁ କୋଳରେ ଧରିବାକୁ ଅତ୍ୟନ୍ତ ଇଚ୍ଛା କଲେ । ରାଜା ଧୃତରାଷ୍ଟ୍ରଙ୍କ ଇଚ୍ଛା ପୂରଣ କରିବାକୁ ଯାଇ ତାଙ୍କ ମନ୍ତ୍ରୀ ତଥା ଦୂରଦର୍ଶୀ ବିଦୁର ପୁଅକୁ ଆଣି ରାଜାଙ୍କ କୋଳରେ ଧରାଇ ଦେଲେ । ତାପରେ ମନ୍ତ୍ରୀ ରାଜାଙ୍କୁ କହିଲେ, ମହାରାଜ! ଏ ପୁଅ ବଡ ଲକ୍ଷ୍ମୀବନ୍ତ ହେବ । ରାଜାଙ୍କ ଭିତରେ...