ଶୁଆ ଶାରୀ କଥା – Odia Gapa

Category - ଶୁଆ ଶାରୀ କଥା

ପାଗଳ ପ୍ରେମୀ

ଇଣ୍ଡିଆ ଦେଶର ମଗଧ ଦେଶ । ସେହି ସହରରେ ସୁନନ୍ଦ ସେନ ନାମକ ଜଣେ ରାଜା ଥିଲେ । ତାଙ୍କର ଛଇଳା ନାମରେ ଏକ କନ୍ୟା ଥିଲା । ରାଜକୁମାରୀ ଛଇଳା ଅତ୍ୟନ୍ତ ସୁନ୍ଦରୀ ଏତେ ସୁନ୍ଦରୀ ଯେ ସେହି ସୌନ୍ଦର୍ଯ୍ୟ ନମନ୍ତେ ରାଜକୁମାରୀ ଖୁବ୍ ଅହଂକାରୀ ଥିଲେ । ଆଉ ମଧ୍ୟ ସେ ଶପଥ କରି ଥିଲେ ଯେଉଁ ଯୁବକ ମୋର ସାତ ଗୋଟି ପ୍ରଶ୍ନର ଉତ୍ତର ଦେଇ ଦେବ ରାଜ କୁମାରୀ ଛଇଳା ସେହି ଯୁବକଙ୍କୁ...

Read More

ଧର୍ମ ସହିବ ନାହଁ

ଇଣ୍ଡିଆରେ ଆଉ ଗୋଟିଏ ବଡ ରାଜ୍ୟ ଥିଲା ସେ ରାଜ୍ୟର ନାମ ସୁବର୍ଣ୍ଣ ନଗର । ସେହି ରାଜ୍ୟରେ ଯେ ରାଜା ଥିଲେ ତାଙ୍କର ନାମ ଅନଙ୍ଗ ଉଦୟ । ଦିନେ ରାଜାଙ୍କର କୋଷ୍ଠି ଗଣନାରୁ ପଣ୍ଡିତେ କହିଲେ ଯେ ଭୃଗୁଙ୍କ ପୋଥି ଅନୁସାରେ ଆମର ଛାମୁ ପୂର୍ବ ଜନ୍ମରେ ଜଣେ ଖୁବ୍ ବଡ ଧନୀ ସୌଦାଗର ଥିଲେ । ତାଙ୍କର ସ୍ତ୍ରୀଙ୍କର ନାମ କେଶରୀ । କେଶରୀ ଦେଖିବା ଲାଗି ଅନିନ୍ଦ୍ୟ ସୁନ୍ଦରୀ, ବୟସ...

Read More

ଶତ୍ରୁକୁ ସତ୍କାର

ରାତି ପାହି ସକାଳ ହେଲା, ରାଜା ଦିୱାନ୍କୁ ତୁରନ୍ତ ଆସିବାକୁ କହିଲେ । ସମ୍ବାଦ ପାଇ ଦିୱାନ୍ ସଙ୍ଗେ ସଙ୍ଗେ ଆସି ଛାମୁଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଗଲା । ଦିୱାନ୍ଙ୍କୁ ଦେଖି ରାଜା ତାଙ୍କୁ ଆଦେଶ ଦେଲେ – ଦେଖ ଆଜି ରାତ୍ରିର ଦ୍ୱିତୀୟ ଘଡି ପରେ ଏକ ସାପ ଆସି ମୋତେ ଦଂଶନ କରିବ । ସେଥି ଲାଗି ତୁମେ ମୁଁ ଯାହା କହୁଛି ପାଳନ କର । ଦିୱାନ୍ କହିଲା – ତାହା ହେଲେ ଆଦେଶ...

Read More

ବିଟ ପୁରୁଷର ପ୍ରେମ

ରାଜା ଏବେ ରାଣୀଙ୍କୁ ଧରି ଗଙ୍ଗା କୂଳକୁ ଗଲେ । ଏ କଥା ରାଜ୍ୟ ସାରା ପ୍ରଚାର ହୋଇ ଯିବାରୁ ସମସ୍ତଙ୍କ ମନରେ ଦୁଃଖ ହେଲା । ରାଇଜ ସାରାର ପ୍ରଜା ମାନେ ଆସି ରାଣୀଙ୍କର ଗୋଡ ହାତ ଧରି ଅନୁରୋଧ କଲେ । ରାଣୀଙ୍କ ମନ ବଦଳିଲା ନାହିଁ । ସେ କହିଲେ ଯିଏ ଯାହା କୁହନ୍ତୁ ପଛେ, ମୁଁ କିନ୍ତୁ ରାଜାଙ୍କ ଠାରୁ ସେହି ସତ୍ୟ କଥାକୁ ଜାଣିବାକୁ ଚାହେଁ ।                 ଶେଷରେ...

Read More

ଶୁଆ ପକ୍ଷୀର ଚାତୁରୀ

 ସେ ରାଜା ବିଜୟ ସେନ୍ଙ୍କ ଶୁଆ, ଖୁବ୍ ଚତୁର ଆଉ ବୁଦ୍ଧିଆ ମଧ୍ୟ, ସେ ଶୁଆ ଯାଇ ବସି ଥାଏ ରାଜ କୁମାରୀ ଛଇଳାଙ୍କ ଉଆସ କାନ୍ଥରେ , ରାଜ କୁମାରୀ ବଡ ଚାଲାଖ, ସେ ସେହି ଶୁଆଟିକୁ ଧରିବାକୁ ଚେଷ୍ଟା କଲା, ପାଖକୁ ଆସିବା ଲାଗି ଶୁଆକୁ ବହୁ ପ୍ରଲୋଭନ ଦେଖାଇଲା, ଶୁଆ ରାଜ କୁମାରୀର ସମସ୍ତ ପ୍ରଲୋଭନ କଥାକୁ ବୁଝି ସାରିଥିଲେ । ସେ ରାଜ କୁମାରୀ ପାଖକୁ ଯାଇ ତା’ ହାତରେ ଧରା...

Read More

ପରର ସ୍ତ୍ରୀ ରାଜକନ୍ୟା

ଶୁଆ କହିଲା ଶାରୀଲୋ ମୁଁ ତୋତେ ପୁରୁଷର ପରୋପକାର କଥା ସିନା କହିଲି, ହେଲେ ତୁମର ମାଇପ ଜାତିଯେ କେଡେ ବେଇମାନୀ ସେ କଥା ମଧ୍ୟ ଶୁଣ ।  ଏହା ପରେ ଶୁଆ ଆରମ୍ଭ କଲା – ରାଜା ଝିଅ ଛଇଳାକୁ । ବିଜୟ ସେନ୍ ସେହି ପଳାତକ ରାଜ କୁମାରୀଙ୍କ ସହିତ ବିବାହ କରାଇ ଦେଇ ନିଜର ପ୍ରତିଜ୍ଞା ପୂରଣ କଲେ ତାପରେ ସେମାନଙ୍କୁ ଛାଡି ଦେଇ ନିଜେ ଅଶ୍ୱରେ ବସି ଶୁଆ ସହିତ ନିଜ ରାଜ୍ୟକୁ ଫେରି...

Read More

ମୁଁ ଘାତକିନୀ ରାଜ ଜେମା

ଏହା ପରେ ଅନେକ ଦିନ ବିତି ଯାଇଛି । ରାଜ କୁମାର ସୁସ୍ଥ ହୋଇ ସେହି ଗ୍ରାମରେ ଥିଲା । ଗ୍ରାମର ଲୋକ ମାନେ ରାଜ କୁମାର ବିଷୟରେ ସମସ୍ତ ଜାଣି ଥିଲେ । ରାଜ କୁମାର କେବଳ ରାଜ କନ୍ୟା ଛଇଳା ନିମନ୍ତେ ପାଗଳ ପ୍ରାୟ ହୋଇ ଥାଆନ୍ତି । ଗ୍ରାମର ଲୋକ ଯେତେ ବୁଝାଇଲେ ମଧ୍ୟ ସେ ବୁଝୁ ନଥାନ୍ତି । ଜ୍ୟୋତିଷ କହି ଛନ୍ତି ଯେ ରାଜ କୁମାରୀ ଛଇଳା ବଂଚିଛି । ପୁଣି ସେ ଅନ୍ୟକୁ ବିବାହ...

Read More

ଶୁଆ ଶାରୀ କଥା

ବହୁ ପୁରାତନ କଥା । ଥରେ ଇନ୍ଦ୍ର ସଭା ବସିଥାଏ । ସ୍ୱର୍ଗର ଅପସରା ମାନେ ନାଚ, ଗୀତ କରି ସମସ୍ତଙ୍କର ମନୋରଞ୍ଜନ କରୁଥାଆନ୍ତି । ହଠାତ୍ ନୃତ୍ୟ ମଝିରୁ ମାଧବୀ ନାମକ ଅପସରା ସଭା ତ୍ୟାଗ କରି କେଉଁ ଆଡେ ଚାଲି ଗଲା । ସମସ୍ତେ ଆଶ୍ଚର୍ଯ୍ୟ ଚକିତ ହୋଇଗଲେ । ଇନ୍ଦ୍ର ଏକଥା ଜାଣି ପାରିଲେ । ବ୍ୟସ୍ତ ହୋଇ କହି ଉଠିଲେ – ଏତ ବିପରୀତ                           କଥା...

Read More

ଅବିଶ୍ୱାସୀ ଉସମାନ ଓ ଚଣ୍ଡାଳ କନ୍ୟା କଳା

ବୃକ୍ଷ, ଲତା ଭରା ପ୍ରାଚୀ ନଦୀର ଏକ ପାଶ୍ୱର୍ରେ ଏକ ସୁରମ୍ୟ ଉପବନ ଥିଲା । ଠିକ୍ ପୁରାଣ ପ୍ରସିଦ୍ଧ ନିଆଳୀ ନଗରୀର ଉପକଣ୍ଠରେ । ଯେଉଁ ଉପବନରେ ଅନେକ ପ୍ରକାର ଫୁଲ ଫଳ ବୃକ୍ଷ ସୁଶୋଭିତ ହୋଇ ଥିଲା । ଆଉ ମଧ୍ୟ ମନ ଉଚ୍ଚାଟକାରୀ ପଦ୍ମ ପୋଖରୀ ସେଠାରେ ଥାଏ । ନାନା ରଙ୍ଗର ପକ୍ଷୀ କୋଇଲି, ହଳଦୀ ବସନ୍ତ, ଚକୋର, ହଂସ, ସାରସ ଏପରିକି ମୟୁର ପର୍ଯ୍ୟନ୍ତ ସେ ଉପବନରେ କ୍ରୀଡା...

Read More

ରାଜା ମଦନ ସେନ କଥା

ଶୁଆ କହିଲା – ଶୁଣଲୋ ଶାରୀ, ରତନ ପୁର ନଗ୍ରରେ ଚନ୍ଦ୍ରଗୁପ୍ତ ନାମକ ଜଣେ ରାଜା ରାଜତ୍ୱ କରୁଥିଲେ । ତାଙ୍କର ପୁଅ ମାନେ ଯେମିତି ବଳୁଆ ସେମିତି ପ୍ରତାପୀ । ସେମାନଙ୍କ ମଧ୍ୟରେ ବଡ ହେଉଛନ୍ତି ମଦନ ସେନ । ସେ ଦେଖିବାକୁ ଯେମିତି ସୁନ୍ଦର ସେହି ଭଳି ପରାକ୍ରମୀ । ଥରେ ମଦନ ସେନ ଗୁରୁତର ଅପରାଧ କରି ବସିଲେ । ରାଜା ଚନ୍ଦ୍ରଗୁପ୍ତ ଦଣ୍ଡ ସ୍ୱରୂପ ଦୁଇ ବର୍ଷ ପାଇଁ ରାଜ୍ୟରୁ...

Read More

ରାଜା ମଦନ ପାଳ କଥା

ଚନ୍ଦ୍ରପୁର ନାମକ ନଗରରେ ଚକ୍ରଦତ ନାମକ ରାଜା ରାଜୁତି କରୁଥିଲେ । କୌଣସି କାରଣ ବଶତଃ ସେ ନିଜ ପୁତ୍ର ମଦନପାଳକୁ ରାଜ୍ୟରୁ ବାହାର କରି ଦେଲେ । ରାସ୍ତାରେ ଖର୍ଚ୍ଚ ପାଇଁ କିଛି ଟଙ୍କା ଓ ସ୍ୱର୍ଣ୍ଣ ଅଳଙ୍କାର ଦେଇଥାନ୍ତି । ପୁତ୍ର ପିତାଙ୍କ ଆଜ୍ଞା ପାଳି ସେଠାରୁ ବାହାରି ଗଲା । କେତେ ଦିନ ପରେ ଜଣେ ସାଧୁ ଆଶ୍ରମରେ ଯାଇ ପହଁଚିଲା । ସାଧୁଙ୍କୁ ନିଜର ପରିଚୟ ଦେଲା ।...

Read More

ସୁନାମାଛ କଥା

ବହୁ ଦିନ ତଳର କଥା । ଗୋଟିଏ ରାଇଜରେ ଜଣେ ଅସୁର ରାଜା ରହୁଥିଲେ । ସେ ବହୁତ ପ୍ରତାପୀ । ଦେବତା ମାନଙ୍କୁ ମାନୁ ନଥିଲେ । ଚାକର ଭଳି ସେମାନଙ୍କୁ ଖଟାଉ ଥିଲେ ।          ଅସୁର ରାଜା ଦିନେ ଆଦେଶ ଦେଲେ ରାଜ୍ୟରେ ଯାଗଯଜ୍ଞ ଦିଅଁ ଦେବତା ପୂଜାପୁଜି କେହି କରି ପାରିବେ ନାହିଁ । ଯିଏ ଏସବୁ କରିବ ତାର ମୁଣ୍ଡ କାଟ ହେବ ।          ଏ କଥା ଶୁଣି ସମସ୍ତେ ଭୟରେ ଥରହର...

Read More

ବଗୁଲିଆ ବନେଇ ଅଜା

ଗ୍ରୀଷ୍ମଋତୁ – ବୈଶାଖୀ ଝାଞ୍ଜି ପ୍ରବଳ ଭାବରେ ବହୁଥାଏ । ପୃଥିବୀ ଉତପ୍ତ, ଘରେ ବାହାରେ କେଉଁ ଠାରେ ହେଲେ ରହି ହେବ ନାହିଁ । ଶୋଇଲେ ବସିଲେ, ଗପିଲେ, ଯାହା କଲେ ବି କେଉଁ ଠାରେ ମନରେ ସରାଗ ଆସୁନାହିଁ ।          ସେ ଗାଁର ବନି ଅଜା, ସମସ୍ତଙ୍କର ଅଜା, ଖରା ବେଳିଆ ଖିଆ ପିଆ ସାରି ହାତରେ ଦୁଇ ଖଣ୍ଡ ଖବର କାଗଜ ଆଉ ଖଣ୍ଡିଏ ଅଚ୍ୟୁତ ବାଣୀ ବହି ଧରି ଆସି ପହଁଚି ଗଲେ...

Read More

ଧର୍ମ ସହିବ ନାହଁ

ଭାରତରେ ଆଉ ଗୋଟିଏ ବଡ ରାଜ୍ୟ ଥିଲା ସେ ରାଜ୍ୟର ନାମ ସୁବର୍ଣ୍ଣ ନଗର । ସେହି ରାଜ୍ୟରେ ଯେ ରାଜା ଥିଲେ ତାଙ୍କର ନାମ ଅନଙ୍ଗ ଉଦୟ । ଦିନେ ରାଜାଙ୍କର କୋଷ୍ଠି ଗଣନାରୁ ପଣ୍ଡିତେ କହିଲେ ଯେ ଭୃଗୁଙ୍କ ପୋଥି ଅନୁସାରେ ଆମର ଛାମୁ ପୂର୍ବ ଜନ୍ମରେ ଜଣେ ଖୁବ୍ ବଡ ଧନୀ ସୌଦାଗର ଥିଲେ । ତାଙ୍କର ସ୍ତ୍ରୀଙ୍କର ନାମ କେଶରୀ । କେଶରୀ ଦେଖିବା ଲାଗି ଅନିନ୍ଦ୍ୟ ସୁନ୍ଦରୀ, ବୟସ...

Read More

ଶତ୍ରୁକୁ ସତ୍କାର

ରାତି ପାହି ସକାଳ ହେଲା, ରାଜା ଦିୱାନ୍କୁ ତୁରନ୍ତ ଆସିବାକୁ କହିଲେ । ସମ୍ବାଦ ପାଇ ଦିୱାନ୍ ସଙ୍ଗେ ସଙ୍ଗେ ଆସି ଛାମୁଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଗଲା । ଦିୱାନ୍ଙ୍କୁ ଦେଖି ରାଜା ତାଙ୍କୁ ଆଦେଶ ଦେଲେ – ଦେଖ ଆଜି ରାତ୍ରିର ଦ୍ୱିତୀୟ ଘଡି ପରେ ଏକ ସାପ ଆସି ମୋତେ ଦଂଶନ କରିବ । ସେଥି ଲାଗି ତୁମେ ମୁଁ ଯାହା କହୁଛି ପାଳନ କର । ଦିୱାନ୍ କହିଲା – ତାହା ହେଲେ ଆଦେଶ...

Read More

ଗପ ସାରଣୀ

ବିସ୍ଵାଶ କରିବା ଆଗରୁ ବିଜ୍ଞାପନ ଗୁଡିକର ସଠିକତାକୁ ତଦନ୍ତ କରନ୍ତୁ ।

ସାଢି | ଲାପଟପ୍ | ଟେଲିଭିଜନ୍ | ଯୋତା | ମୋବାଇଲ୍ |ବହି

ପ୍ରଥମେ ଯେକୌଣସି ଜିନିଷ ସର୍ଚ୍ଚ କରନ୍ତୁ, ପରେ କ୍ୟାସ ଅନ ଡେଲିଭରିରେ ଅଡ଼ର୍ କରନ୍ତୁ, ମାନେ ଜିନିଷ ପାଇଲା ପରେ ହିଁ ପଇସା ଦିଅନ୍ତୁ

ତାଲିକାଭୁକ୍ତ ଗପ

ନୂଆ ତାଲିକାଭୁକ୍ତ ଗପ

loading...