ଓଡ଼ିଆଙ୍କ ବୁଦ୍ଧ ସଭ୍ୟତା

Category - ଜହ୍ନ ମାମୁଁ

ବିଷ୍ଣୁଙ୍କ ମାୟା

ବାଳକ ଧ୍ରୁବ କଠୋର ତପସ୍ୟାରେ ମଗ୍ନଥିଲେ । ଇନ୍ଦ୍ର ତାଙ୍କର ତପସ୍ୟା ଭଗ୍ନ କରିବାକୁ ମନସ୍ଥ କରି, ବିରୂଥ ନାମକ ଏକ ଗନ୍ଧର୍ବକୁ ରାକ୍ଷସ ରୂପରେ ସେଠାକୁ ପଠେଇଲେ । କିନ୍ତୁ ଅରଣ୍ୟରେ ଅନ୍ୟ ଜଣେ ମୁନି ଏହି ଛଦ୍ମବେଶ ଧାରଣ କଥା ଜାଣିପାରି ବିରୂଥଙ୍କୁ, ପ୍ରକୃତ ରାକ୍ଷସ ହୋଇଯିବା ପାଇଁ ଅଭିଶାପ ଦେଲେ । ଏହି ଅଭିଶାପର ପ୍ରଭାବରେ ବିରୂଥ ନିଜର ଦେବତ୍ୱ ହରେଇଲା । ରାକ୍ଷସ...

Read More

ପ୍ରତାପଙ୍କ ଉପବାସ

ଏଣେ ନିଶା ଗରଜୁଥାଏ । ବାହାରେ ତେଣେ ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ହେଉଥାଏ । ଠିକ୍ ସେହି ସମୟରେ ଆଖପାଖର ଅରଣ୍ୟ ଭିତରୁ ସାଇଁ ସାଇଁ ଶବ୍ଦ ଭାସି ଆସୁଥାଏ । ଘଡଘଡି ଓ ଶ୍ୱାନ ଶ୍ୱାପଦଙ୍କ ରଡି ମଝିରେ ଅଶରିରୀମାନଙ୍କ ଅଟ୍ଟହାସ୍ୟ ବି ଶୁଭୁଥାଏ । ଘନ ଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ସେ ରାଜା ବିକ୍ରମାର୍କ...

Read More

ସାଷ୍ଟାଙ୍ଗ ପ୍ରଣିପାତ

ବାଲିଆପାଳ ସମୁଦ୍ର କୂଳିଆ ଗାଁଟିଏ । ଥରେ ଭୟଙ୍କର ତୋଫାନ ଆସି ସେ ଗାଁର ପ୍ରାୟ ସବୁ ଘରଦ୍ୱାର ଉଜାଡି ଦେଲା । ଶ୍ୟାମ ନାମକ ଗରିବ ଚାଷୀଟିଏ ତା’ ଭଙ୍ଗାଘରକୁ ମରାମତି କରିବା ପାଇଁ ଚାହୁଁଥାଏ । ମାତ୍ର ତା’ ପାଖରେ ସେତେ ଧନ ନ ଥାଏ । ତେଣୁ ପାଖ ପଡୋଶୀକୁ ସେ ସାହାଯ୍ୟ ମାଗିଲା । ସେମାନେ, ଗାଁରେ ସୁଧନେଇ କରଜ ବ୍ୟବସାୟ କରୁଥିବା ବେପାରୀ ବିହାରୀଲାଲ ପାଖକୁ ଯିବାକୁ...

Read More

ସଦାନନ୍ଦ

ସଦାନନ୍ଦ ନାମକ ଜଣେ ଯୁବକ ବିଶାଳପୁର ଗ୍ରାମରେ ରହୁଥିଲା । ସେ ଖୁବ୍ ପରିଶ୍ରମୀ ଓ ସବୁ ବିଷୟ ଶିଖିବାରେ ତା’ର ବଡ ଆଗ୍ରହ । ସେ କାହାରି ଉପରେ କେବେବି ବିରକ୍ତ ହୁଏ ନାହିଁ । ସବୁବେଳେ ସେ ଖାଲି ହସହସ, ଖୁସିବାସିଆ ରହେ । ଲୋକମାନେ କହନ୍ତି ନାମ ଅନୁସାରେ ତା’ର ପ୍ରକୃତି ମଧ୍ୟ ସଦାନନ୍ଦ । ସେହି ଗ୍ରାମକୁ ପ୍ରାରବ୍ଧ ନାମକ ଜଣେ ଧନୀବ୍ୟକ୍ତି ଜଳବାୟୁ ପରିବର୍ତ୍ତନ...

Read More

ମହାଭାରତ

ଅର୍ଜୁନ ଇନ୍ଦ୍ରପୁରୀରେ ଅବସ୍ଥାନ କରୁଥିବା ସମୟରେ ରୋମଶ ମହର୍ଷି, ତିନିଲୋକ ପରିକ୍ରମା କରିବା ଅବସରରେ ସ୍ୱର୍ଗ-ଲୋକରେ ଯାଇ ପହଁଚିଲେ । ଇନ୍ଦ୍ର ସିଂହାସନରେ ଇନ୍ଦ୍ରଙ୍କ ସହିତ ଅର୍ଜୁନଙ୍କୁ ଉପବେଶନ କରିଥିବାର ଦେଖି ସେ ଅତୀବ ଆଶ୍ଚର୍ଯ୍ୟାନ୍ୱିତ ହେଲେ । ଭାବିଲେ, “ଏ ନିଶ୍ଚୟ ଜଣେ ବଡ ତପସ୍ୱୀ ହୋଇଥିବେ । ତପଃ-ଶକ୍ତି ପ୍ରଭାବରୁ, ଇନ୍ଦ୍ରଙ୍କ ସହିତ ସିଂହାସନରେ...

Read More

ଚପଲ୍ ହଳକୁ ପଚିଶ ପଇସା

ଚନ୍ଦ୍ରମଣି, ହରିପୁର ଗାଁର ଲୋକ । ସଉଦା ପତ୍ର ଆଣିବା ଉଦ୍ଧେଶ୍ୟରେ ଥରେ ସେ ହାଟକୁ ବାହାରିଲେ । ବହୁ ପୁରୁଣା ହୋଇଯାଇଥିବାରୁ, ପଟେ ଚପଲର ଆଗପଟ ଫାଟିଗଲା । ଭାବିଲେ, ହାଟକୁ ତ ଯାଉଛି, ସେଠାରୁ ମୁଁ ଚପଲ୍ ହଳେ ବି କିଣିନେବି । ବାଟରେ ପୁରୁଣା ମନ୍ଦିରଟିଏ ପଡେ । ତା’ର ଟିକିଏ ଛାଡି ଗୋଟିଏ ଦୋକାନରେ ଯୋଡି ଯୋଡି ଚପଲ୍ ସଜାହୋଇ ରହିଛି । ଏହାଦେଖି ଚନ୍ଦ୍ରମଣି...

Read More

ଅମାବାସ୍ୟାର ପିଶାଚ

ସୁଶୀଳା ଓ ସୁକୁମାରଙ୍କର ବିବାହ ଅଳ୍ପ ଦିନ ତଳେ ହୋଇଥାଏ । ସୁକୁମାର ବାଲ୍ୟକାଳରୁ ପିତୃମାତୃହୀନ । ତେଣୁ ସେ ତା’ ଜେଜେ ମା’ଙ୍କ ତତ୍ତ୍ୱାବଧାନରେ ବଢିଥାଏ । ବିବାହ ସମୟକୁ ଜେଜେମା ମଧ୍ୟ ଆଖି ବୁଜି ସାରିଥାନ୍ତି । ଜେଜେମା’ଙ୍କ ତରଫରୁ ମିଳିଥିବା ଦଶ ଏକର ଜମି ଖୁବ୍ ଉର୍ବର । ସେଥିରୁ ମିଳୁଥିବା ଆୟରେ ବେଶ୍ ଖୁସିରେ ତାଙ୍କ ସଂସାର ଚଳି ଯାଉଥାଏ । ନିଜ ପାରିବାରିକ...

Read More

କାରଣ

ରଘୁନନ୍ଦନ ମିଶ୍ର, ଆନନ୍ଦପୁର ଗ୍ରାମର ଅନ୍ୟ ଅଧିବାସୀମାନଙ୍କ ଅପେକ୍ଷା ବେଶ୍ ସ୍ୱଚ୍ଛଳ । ପନ୍ଦର ଏକର ଉର୍ବର ଚାଷଜମି ସାଙ୍ଗକୁ ଦୁଇ ଏକର ଆମ୍ବ ତୋଟାରୁ ତାଙ୍କର ଭଲ ଆୟ ହୁଏ । ତାଙ୍କ ପରିବାର କହିଲେ ସ୍ତ୍ରୀ ଓ ଏକମାତ୍ର କନ୍ୟା – ରୁକ୍ମିଣୀ ।                 ରୁକ୍ମିଣୀ ଏବେ ବିବାହ-ଯୋଗ୍ୟ ବୟସରେ ଉପନୀତା । ମିଶ୍ରେ ନିଜ କନ୍ୟାର ବିବାହ ଆୟୋଜନରେ ଲାଗି ଥାଆନ୍ତି...

Read More

ଦେବୀଭକ୍ତ

ଯଶଗ୍ରାମରେ ଯୁଗଳ ଯାଇ ପହଁଚିଲା । ସେତେବେଳେ ତା’ ସହିତ କୌଣସି ଜିନିଷପତ୍ର ମଧ୍ୟ ନଥିଲା । ଗ୍ରାମାଧିକାରୀଙ୍କ ସହ କଥା ହୋଇ ସେ କହିଲା, “ମୁଁ ଏକବସ୍ତ୍ର ହୋଇ ଚାଲି ଆସିଲି । କେହି ହେଲେ ମୋତେ ଆଶ୍ରୟ ଦେବ ଏହି ବିଶ୍ୱାସ ରଖି ମୁଁ ଏଠାକୁ ଆସିଛି ।”                 ତାଙ୍କ କଥା ଶୁଣି ଗ୍ରାମାଧିକାରୀ କହିଲେ, “ଏଇ ଦେଖ ଭୂଷଣଙ୍କର ଏହି ଘରଟି ଖାଲି । ଯେତେବେଳେ...

Read More

ରୂପଧରଙ୍କ ଯାତ୍ରା

(ସୂର୍ଯ୍ୟଦେବତାଙ୍କ ପଶୁମାନଙ୍କୁ ରୂପଧରଙ୍କ ବାରଣ ସତ୍ତ୍ୱେ ତାଙ୍କ ଅନୁଚରମାନେ ମାରି ଖାଇଲେ । ସେହି ପାପ ଯୋଗୁଁ ସେମାନେ ନୌକା ସହିତ ବୁଡିମଲେ । ରୂପଧର ଏକମାତ୍ର ବଂଚିଲେ ଓ ଭାସିଭାସି କୌଣସି ଏକ ତୀରରେ ଆସି ଲାଗିଲେ । ସେଠାରେ ସେହି ଦେଶର ରାଜକୁମାରୀ ବାରୁଣୀଙ୍କ ସହିତ ତାଙ୍କର ଦେଖା ହେଲା । ତାଙ୍କରି ସହାୟତା ଯୋଗୁଁ ସେ ରାଜଭବନରେ ପହଁଚି ଆଶ୍ରୟ ପାଇଲେ । ରାଜା...

Read More

ତାଙ୍କ କଥା ଶୁଣି ସମସ୍ତେ ନୀରବ ରହିଲେ।

ବୁଦ୍ଧିମାନ୍ କହିଲେ, “ମହାଶୟ, କେହି ଯଦି ଆମ ଯୁବକମାନଙ୍କୁ ପ୍ରତିଯୋଗିତା ପାଇଁ ଆହ୍ୱାନ କରେ, ତେବେ ସେମାନେ ଯଥାର୍ଥ ପ୍ରତ୍ୟୁତ୍ତର ଦିଅନ୍ତି । କିନ୍ତୁ ଆପଣଙ୍କ ଦକ୍ଷତା ଅତୁଳନୀୟ । ସେଥିପାଇଁ ସମସ୍ତେ ନୀରବ । ତେଣୁ ଆପଣଙ୍କୁ ଆମେ ଅନୁରୋଧ କରୁଛୁ, କିଛିଦିନ ଏଠାରେ ରହି ଆମ ଯୁବକମାନଙ୍କୁ କ୍ରୀଡା ଓ ଯୁଦ୍ଧର କୌଶଳସବୁ ଶିଖାଇବେ । ଏଠାରେ ଆମେ ମଧ୍ୟ ଯତ୍ନର ସହିତ...

Read More

ଅଧିକ ଦଣ୍ଡ

ଜଟିପୁରରେ ଗୋଟିଏ କାରାଗାର ଥାଏ । ସେଥିରେ ଅନେକ ପ୍ରକାରର ଅପରାଧ କରି ଅପରାଧିମାନେ କାରାଗାରରେ ବନ୍ଦୀ ହୋଇଥା’ନ୍ତି । ସେମାନେ ସେଠାରେ ନାନାପ୍ରକାରର କଠିନ ପରିଶ୍ରମ କରନ୍ତି । ସେହି ଦେଶର ରାଜା, ବନ୍ଦୀମାନଙ୍କ ଉପରେ ଦୟାକରି ଏକ ବଡ ପୁସ୍ତକାଳୟ ଖୋଲିଲେ ଯେପରି ବନ୍ଦୀମାନେ ନାନା ପ୍ରକାରର ପ୍ରସ୍ତକରୁ ଜ୍ଞାନ ଆହରଣ କରିପାରିବେ । ପୁସ୍ତକ ପଢିଲାବେଳେ ସେମାନେ...

Read More

ବିଷମ ପରୀକ୍ଷା

ଏଣେ ନିଶା ଗରଜୁଥାଏ । ତେଣେ ତୁହାକୁ ତୁହା ଶୀତଳ ପବନ ସାଙ୍ଗକୁ ଝିପି ଝିପି ବର୍ଷା ମଧ୍ୟ ହେଉଥାଏ । ଆଖ ପାଖର ଅରଣ୍ୟ ଭିତରୁ ସାଇଁ ସାଇଁ ଶବ୍ଦ ଭାସି ଆସୁଥାଏ । ଘଡଘଡି ଓ ଶ୍ୱାନ ଶ୍ୱାପଦଙ୍କ ରଡି ମଝିରେ ଅଶରିରୀମାନଙ୍କର ଅଟ୍ଟହାସ୍ୟ ଶୁଭୁଥାଏ । ଆହୁରି ପୁଣି ଘନ ଘନ ବିଜୁଳି ଆଲୁଅରେ ଭୟାବହ ମୁହଁଟିମାନ ଦିଶିଯାଉଥାଏ । କିନ୍ତୁ ରାଜା ବିକ୍ରମାର୍କ ତିଳେ ମଧ୍ୟ ବିଚଳିତ...

Read More

ବିଶ୍ୱାସ

ଦାମୋଦରଙ୍କର ଜଣେ ବିଶ୍ୱାସୀ ଚାକର ଥିଲା । ତା’ର ନାମ ଗଙ୍ଗାରାମ । କିନ୍ତୁ ଦଶବର୍ଷ କାମ କରିବା ପରେ ଯେତେବେଳେ ତା’ର ଦରମା ନ ବଢିଲା, ସେତେବେଳେ ସେ ସେହି କାମ ଛାଡି ଦେଇ ଯାଇ କମଲଙ୍କ ପାଖରେ କାମ କଲା । କମଲ ପୂର୍ବବେତନର ଦୁଇ ଗୁଣ ବେତନ ତାକୁ ଦେଲେ ।                 ଦାମୋଦର, ସୀତାରାମ ନାମକ ଜଣେ ବ୍ୟକ୍ତିକୁ ଚାକର କରି ରଖିଲେ । ତାକୁ ସେ କହିଲେ, “ଶୁଣ...

Read More

ଭୂତୁଣୀର ସାହାଯ୍ୟ

ସୋନାଲୀର ପିଲାଦିନଠାରୁ ଅଳଙ୍କାର ପିନ୍ଧିବାରେ ବଡ ସଉକ୍ । ବଡ ହୋଇ ସେ ବାହାଦୁରକୁ ବିବାହ କଲା । ବାହାଦୁର ଜମିଦାରଙ୍କ କଚେରୀରେ କାମ କରୁଥାଏ ।                 ଶାଶୁଘରକୁ ଆସିବା ପରଠାରୁ ସୋନାଲୀ ବରାବର ତା’ ସ୍ୱାମୀକୁ ନୂଆ ଅଳଙ୍କାର ପିନ୍ଧିବା ପାଇଁ କହେ । ବାହାଦୁର ଅଳ୍ପ ହସି ଚୁପ୍ ରହେ । କ୍ରମେ ଗହଣା ମାଗିବା ବଦଳରେ ଦାବୀ ଓ ଯିଦି କରିବାରୁ; ସେ କହିଲା...

Read More

ଗପ ସାରଣୀ

ତାଲିକାଭୁକ୍ତ ଗପ