ଅଜା ନାତି କଥା

(ସତ୍ୟ ଘଟନାମୂଳକ)                 ଅଜା ରାମ ଦ୍ୱିବେଦୀଏ – ଆରେ ଗଣି! ଆମ ଜମିର ରୋଡସେସ୍ ଟଙ୍କା ଦାଖଲ କରିବା ଲାଗି କଚେରିକୁ ଯାଇଥିଲି । କାଲି ସଞ୍ଜବେଳେ ଘରକୁ ଫେରିଆସିଛି । ଆମ ମୁକ୍ତାର ରାମ ମିଶ୍ରେ, ଆଉ ଦି’ଚାରି ଜଣ ଓକିଲଙ୍କୁ ପଚାରିଲି, କାହିଁ କେହି ତ ସେ ମକଦ୍ଦମା କଥା ଶୁଣିଥିବାର କହିଲେ ନାହିଁ! ପୁରୀ ସହର ଭିତରେ ବି କେତେ ଲୋକଙ୍କ ସାଙ୍ଗରେ...

Read More

ବାଲେଶ୍ୱରୀ ରାହାଜାନି

(ସତ୍ୟ ଘଟନା)                 ରେଳ ତ କାଲିକା କଥା, କଲିକତାରୁ ପୁରୀ ପର୍ଯ୍ୟନ୍ତ ଯେଉଁ ଉପଯୁକ୍ତ ବହୁଳ ଶଙ୍ଖବିଶିଷ୍ଟ ସମତଳ, ପରିଷ୍କୃତ ସଡକଦାଣ୍ଡ ବିସ୍ତୃତ ଅଛି, ପୂର୍ବକାଳରେ ସେଥିର ଚିହ୍ନ ସୁଦ୍ଧା ବି ବିଦ୍ୟମାନ ନ ଥିଲା । ସେ ସମୟରେ ବଙ୍ଗଦେଶୀୟ ବା ଉତ୍ତର-ପଶ୍ଚିମାଂଚଳସ୍ଥ ଜଗନ୍ନାଥଦର୍ଶନାର୍ଥୀ ଯାତ୍ରୀମାନେ ଭୁଜଙ୍ଗଗତିବତ୍ କୁଟିଳ, ଶ୍ୱାପଦସଙ୍କୁଳ...

Read More

ପାଠୋଈ ବୋହୂ

ଢେର୍ ବର୍ଷ ତଳର କଥା । ବାଲେଶ୍ୱର ସହର ଦକ୍ଷିଣାଧାର ସରଗଡିଆ ପଡାର ଉତ୍ତର-ଦକ୍ଷିଣ ଲମ୍ବା ସଡକର ଦୁଇ ତରଫ ଲମ୍ବାଲମ୍ବି ଦୁଇ ସାହାଲା ଘର । ସେ ସବୁଗୁଡିକ ଅମଲା ମୁକ୍ତାର ଓକିଲମାନଙ୍କ  ବସା । ଗିରସ୍ତି ଘର ଗୋଟିଏ ହେଲେ ବି ସେଠି ନାହିଁ । କଟକ, ପୁରୀ, ଯାଜପୁରବାସିନ୍ଦା ବିଦେଶୀ ଅମଲାମାନେ ସେହି ପଡାରେ ହିଁ ବସା କରି ରହନ୍ତି ।                 ମୁକ୍ତାରବାବୁ...

Read More

ବାଲେଶ୍ୱରୀ ପଙ୍ଗାଲୁଣ

(ସତ୍ୟ ଘଟନା)                 କାହିଁ କେଉଁ ଆବହମାନ କାଳରୁ ବାଲେଶ୍ୱରରେ ପଙ୍ଗାଲୁଣ ପ୍ରସ୍ତୁତ ହୋଇଆସୁଥିଲା । ସରକାର ବାହାଦୁର କେଉଁ ସମୟରୁ ଏହି ବ୍ୟାପାରରେ ହସ୍ତକ୍ଷେପ କଲେ, ତାହା ନିର୍ଣ୍ଣୟ କରିବା ଏତେ ସହଜ କଥା ନୁହେଁ, ଏ କଥା ଅନୁମାନ କରାଯାଇପାରେ ଯେ, ୧୮୦୩ ଖ୍ରୀଷ୍ଟାବ୍ଦରେ ଇଷ୍ଟଇଣ୍ଡିଆ କମ୍ପାନୀ ଦେଶାଧିକାର କରିବା ପୂର୍ବରୁ ଏହି ବ୍ୟବସାୟରେ ଲିପ୍ତ...

Read More

ମାଧ ମହାନ୍ତିଙ୍କ କନ୍ୟାସୁନା

ମାଧ ମହାନ୍ତିଙ୍କ ଘର ମଧୁପୁର । ଜାତିରେ ସେ ବଳରାମ ଗୋତ୍ରୀ । ବୟସ ତାଙ୍କର ସତୁରିକ ଭିତରେ । ତାଙ୍କ ଘରେ ଖାଇବାକୁ କୁଟୁମ୍ବ ବୋଇଲେ ଊଣା ପୂରା ପନ୍ଦର ବର୍ଷର ଝିଅଟିଏ, ନାମ ତାର ମାଳତୀ । ମହାନ୍ତିଏ ଷାଠିଏ ବର୍ଷ ବୟସରୁ ରାଣ୍ଡୁରା ହୋଇ ବସିଛନ୍ତି । ବୁଢୀ ଚାଲିଯିବାବେଳେ ଆଉ ଗୋଟିଏ ହାତଛନ୍ଦା କରିବାକୁ ତାଙ୍କର ବୟସ ଥିଲା ବୋଲି ମହାନ୍ତିଙ୍କ ମୁହଁରୁ ଥରେ ଦି’ଥର...

Read More

କାଳିକାପ୍ରସାଦ ଗୋରାପ

ବାବୁ ଶିବପ୍ରସାଦ ଚୌଧୁରୀଏ କହିଲେ, “ଆଜି ଦିନ ଦୁଇପ୍ରହର ବେଳେ ସଭା ବସିବା କଥା, କାଲି ଓପରଓଳିଠୁଁ ମହାଜନମାନଙ୍କୁ ଜଣାଇ ଦିଆଯାଇଛି- ଦେଖନ୍ତୁ, ଉଛୁଣିକା ଚଉଦଘଡି ବେଳ ଟଳିବାକୁ ବସିଲାଣି । ସମସ୍ତଙ୍କର ଦେଖାସାକ୍ଷାତ୍ ନାହିଁ, ଭାରି ଦରକାରୀ କାମରେ ଏପରି ମଠ କଲେ କି ଚଳେ?”                 ବାବୁ ଜଗବନ୍ଧୁ ମଲ୍ଲେ କହିଲେ, “ହେଉ, ହେଉ, ଆହେ ମାଗୁଣି ମହାନ୍ତିଏ...

Read More

ବଗଲା-ବଗୁଲୀଞ୍ଚ

ବିଦିଆ ପାତ୍ର ଭୁଷଣ୍ଡପୁର ଗାଁର ଚୌକିଆ । ଏତେବଡ ଗାଁଟାରେ କଣ୍ଡରା ବୋଇଲେ ବିଦିଆ ଏକୁଟିଆ । ଅଛବ ଲୋକଟା, ସେ କ’ଣ ଭଲଲୋକଙ୍କ ଘର ଲଗାଲଗିରେ ଘର କରିବ! ଗାଁମୁଣ୍ଡ ଦି’ମାଣ ଜମି ଛାଡି ପଦା ଢିଅରେ ଗୋଟିଏ ପଲାଘର । ଜାତିରେ ତ’ ସେ କଣ୍ଡରା- ଚୌକିଆ ବାପୁଡା ବୋଲି ପୁଞ୍ଜି ନୁହେଁ । ହେଲେ, ସେ ଗାଁ ଲୋକେ ତାକୁ ଭାରି ମାନନ୍ତି । ସେ ଆଉ ଗାଁ ଚଉକିଆ ପରି ନୁହେଁ । ଚିତାଏ...

Read More

କମଳାପ୍ରସାଦ ଗୋରାପ

ଏତେ ବଡ କାରବାରୀ ଘର, କୁଆ କା କଲା ରାତିରୁ ଅଧରାତିଯାଏଁ ଗହଳଚହଳ ଲାଗିଥାଏ । ହେଲେ ଆଜି ସବୁ ତୁନିତାନି । ବାଟ ଗଲା ଲୋକେ ବୁଝିବେ, ଏତେବଡ ଦୋତାଲା ଘରଟାରେ ଯେପରି କେହି ବି ମଣିଷ ନାହିଁ, ତୁଚ୍ଛା ପଡିଛି । ସ୍ୱରୂପ ମାଝି ଭୋର୍ ଭୋର୍ ପହଁଚି ଲାବେଳୁ ବାବୁଙ୍କ ଘର ଉପରେ ଯେମନ୍ତ ଚଡକଟାଏ ପଡିଯାଇଛି । ଭିତର ପ୍ରସ୍ତରେ ମାଇକିନିଆଗୁଡାଙ୍କର କବର କାବର ପାଟି...

Read More

ମୌନାମୌନୀ

ପ୍ରାୟ ଅର୍ଦ୍ଧଶତ ବର୍ଷପୂର୍ବେ ଖଣ୍ଡଗିରି ଓ ଚତୁର୍ଦ୍ଦିଗସ୍ଥ ଉପତ୍ୟକା ଭୂମି ବିବିଧ ଜାତୀୟ ବୃକ୍ଷ ଓ ଲତା ଜାଲରେ ବେଷ୍ଟିତ ଥିଲା । କେବଳ ଗୁମ୍ଫା ଓ ତା’ ସମୀପବର୍ତ୍ତୀ ସ୍ଥାନ ଉଦ୍ଭିଦଶୂନ୍ୟ, ପରିଷ୍କୃତ ପରିଚ୍ଛନ୍ନ, ସାଧୁ ସନ୍ନ୍ୟାସୀମାନଙ୍କ ଆଶ୍ରମରେ ପରିପୂର୍ଣ୍ଣ ଥିଲା । ବିଭୂତିଭୂଷଣ କୌପୀନଧାରୀ ସାଧୁମାନେ ଧୁନି ଲଗାଇ ବସିଥାନ୍ତି, ବସ୍ତ୍ରଧାରୀ ସାଧୁମାନେ...

Read More

ପୁନର୍ମୂଷିକୋଭବ

ଆଜକୁ ଚାଳିଶ ବର୍ଷ ପୂର୍ବ କଥା । ବାଲେଶ୍ୱର ଜିଲ୍ଲାରୁ ଲୁଣ ପୋକ୍ତାନ ଉଠିଗଲା । ଲୁଣାଦାଣ୍ଡୀ ଲୋକମାନଙ୍କର ସର୍ବନାଶ ଉପସ୍ଥିତ । ବାଲେଣ୍ୱର ଜିଲ୍ଲାର ପୂର୍ବାଂଚଳ ଉତ୍ତର ସୁବର୍ଣ୍ଣରେଖା କୂଳଠାରୁ ଦକ୍ଷିଣ ଧାମରା ନଦୀକୂଳ ପର୍ଯ୍ୟନ୍ତ ସମୁଦ୍ର ଉପକୂଳବର୍ତ୍ତୀ ସ୍ଥାନର ନାମ ଥିଲା ଲୁଣାଦାଣ୍ଡୀ । ଏ ଅଂଚଳବାସୀ ଅର୍ଦ୍ଧଲକ୍ଷାଧିକ ଲୋକର ଜୀବନାବଲମ୍ବନ ଏକମାତ୍ର ଲବଣ...

Read More

ମହାରାଜା ବିକ୍ରମାଦିତ୍ୟ

ଅନେକ ଦିନ ତଳେ ଉଜ୍ଜ୍ୱଳ ନଗରରେ ଜଣେ ଖୁବ୍ ନାମଯାଦା ରାଜା ରାଜୁତି କରୁଥିଲେ, ତାଙ୍କର ନାମ ହେଉଛି ବିକ୍ରମାଦିତ୍ୟ । କେତେକ ବିଦ୍ୱାନ କହନ୍ତି, ବିକ୍ରମାଦିତ୍ୟ ତାଙ୍କର ଅସଲ ନାମ ନୁହେଁ, ସେ ହେଉଛି ତାଙ୍କର ଉପାଧି । ସେ ଯାହା ବି ହେଉ, ସେହି ବିକ୍ରମାଦିତ୍ୟ ନାମରେ ସେ ସବୁଠି ମାନ ମର୍ଯ୍ୟାଦା ପାଉଥିଲେ । ସେ ନିଜର ସାଧନା ବଳରେ ଢେର ଢେର ଅସାଧ୍ୟ ବିଦ୍ୟା...

Read More

ବାଜି ଜିତି ବାହା

ବିକ୍ରମାଦିତ୍ୟଙ୍କ ସମୟରେ ଭୋଜ ନାଁରେ ଆଉଜଣେ ରାଜା ଆଉ ଏକ ରାଇଜରେ ରାଜପଣ କରୁଥିଲେ । ତାହାଙ୍କଠିଁ ଯେତେ ଗୁଣ ଥିଲେବି କୁହୁକ ବିଦ୍ୟାରେ ସେ ପୋଖତ ଥିଲେ ବୋଲି ତାଙ୍କର ଖୁବ୍ ନାମଡାକ ଥିଲା । ସେମିତିକା ଅଦ୍ଭୁତ କୁହୁକ ବିଦ୍ୟା ଯେ ଦେଖୁଥିଲା, ସେ ଅବାକ୍ ହୋଇ ନିଜ ଆଖିକୁ ବି ମଧ୍ୟ ବିଶ୍ୱାସ କରିପାରୁ ନଥିଲା । ଲୋକେ କହନ୍ତି ତାହାଙ୍କଠୁଁ ସେହି ଆଶ୍ଚର୍ଯ୍ୟକର...

Read More

କୁଜିର ଭେଳିକି କରାମତି

ଦିନେ ରାଜା ବିକ୍ରମାଦିତ୍ୟ ସଭାମଣ୍ଡପରେ ବିଜେ କରିଥିଲାବେଳେ ଯଉତୁକରେ ଆଣିଥିବା କୁଜୀଟି କିଛି କାମରେ ସଭା ଭିତର ଦେଇ ଚାଲିଗଲାବେଳେ ତାହାକୁ ଦେଖି ସଭାସଦ୍ମାନେ ହସି ଉଠିଲେ । ତା’ପରେ ସେହି କୁଜୀକୁ କେନ୍ଦ୍ରକରି ସେମାନଙ୍କ ଭିତରେ ନାନାପ୍ରକାର ରହସିଆ କଥାବାର୍ତ୍ତା ଚାଲିଲା । କୁଜୀ ଏଭଳି ଅପମାନ ପାଇ ଲାଜ ବାହାନାରେ ତରବର ହୋଇ ସେମାନଙ୍କର ଆଗକୁ ଚାଲିଆସି ଗୋଟାଏ...

Read More

କୁଜାର ଭେଳିକି କାରସାଦି

ଉଆସ ଭିତରେ ଅନ୍ୟ ରାଣୀମାନେ ଆଉ ମୁଦୁସୁଲୀ, ପୋଇଲୀମାନେ କୁଜାକୁଜୀଙ୍କୁ ଦେଖିଲେ ଖାଲି ଠୋ’ ଠୋ’ ହୋଇ ହସନ୍ତି, ଥଟ୍ଟା କରନ୍ତି, ବେଳେବେଳେ ଗଛକୁ, ବାଡିକୁ ଦେଖାଇ ଢଗ ବୋଲନ୍ତି । ତେଣୁ ସେ କୁଜାକୁଜୀ ଦୁହେଁ କେବେବି କାହା ସହିତ ମଧ୍ୟ ମନ ମିଳାଇ ଦି’ପଦ ହସଖୁସିରେ କଥାବାର୍ତ୍ତା ହୁଅନ୍ତି ନାହିଁ । ସେଦିହେଁ ସବୁବେଳେ ଖାଲି ତାଙ୍କରି ଭୋଜ ରାଇଜ ଜେମା ଭାନୁମତୀଙ୍କ...

Read More

କୁଜାର କୁହୁକ ଲଢେଇ

ଦିନକର ଘଟଣା । ମହାରାଜା ବିକ୍ରମାଦିତ୍ୟ ସେତେବେଳେ ତାଙ୍କର ରାଇଜରେ ନଥାଆନ୍ତି । ସେ ତ ଭା’ରି ପର ଉପକାରୀ ରାଜା । କେହି ଧନୀ ହେଉ ବା ଗରିବ ହେଉ, ବିପଦରେ ପଡି ତାଙ୍କ ପାଖରେ ଗୁହାରୀ କଲେ, ସେ ସାଙ୍ଗେ ସାଙ୍ଗେ ଯାଇ ତାହାକୁ ବିପଦରୁ ଉଦ୍ଧାର କରନ୍ତି । ସେଥିପାଇଁ ଯଦି ନିଜର ଜୀବନ ଚାଲିଯାଏ, ତହିଁକି ବି ସେ ରାଜାଙ୍କର ମୋଟେ ଚିନ୍ତା ନଥାଏ । ଇମିତିକା ଅନେକ ମହତ...

Read More

ଗପ ସାରଣୀ

ତାଲିକାଭୁକ୍ତ ଗପ