କପଟୀ ଅନ୍ତର

ବଡ଼ ଘଞ୍ଚ ଅରଣ୍ୟ ଗୋଟିଏ । ସେହି ଅରଣ୍ୟ ମଧ୍ୟରେ ଥାଏ ଗୋଟିଏ ପୁଷ୍କରିଣୀ । ପୁଷ୍କରିଣୀରେ ନାନା ଜାତିର ଛୋଟ ଛୋଟ ମାଛ ଥାଆନ୍ତି । ଆଉ ଅନେକ ପାଣି ଥିବାରୁ ମାଛମାନେ ଖୁବ୍ ମନ ଆନନ୍ଦରେ ଖେଳାବୁଲା କରନ୍ତି ।                 ଏହାରି ମଧ୍ୟରେ ଗୋଟିଏ କଳା ଜଟିଆ ବଗ ଆସି ସେହି ପୁଷ୍କରିଣୀ ତୁଠରେ ବସିଲା । କାହାରିକୁ କିଛି କହିଲା ନାହିଁ । ପ୍ରତିଦିନ ପୁଷ୍କରିଣୀ...

Read More

ବିଶ୍ୱାସରେ ବିଷ

ମର୍କତ ନଗର ନାମକ ଏକ ରାଜ୍ୟ ଥିଲା । ସେହି ରାଜ୍ୟରେ ଶମ୍ଭୁକେଶ ନାମକ ଜଣେ ରାଜା ଥାଆନ୍ତି । ସେ ରାଜା ବହୁତ ବିଳାସ ବ୍ୟସନରେ କାଳାତିପାତ କରୁଥାଆନ୍ତି । ସେ ରାଜାଙ୍କର ହାତୀ ଦାନ୍ତର ପଲଙ୍କ ଥିଲା । ସେ ପଲଙ୍କରେ ମଖମଲି ଗଦି । ଗଦିରେ ପୁଣି ରାଜାଙ୍କର ଶୋଇବା ଆଗରୁ ନାନା ପ୍ରକାର ସୁଗନ୍ଧିତ ଅତର ସିଞ୍ଚା ଯାଉଥିଲା । କେତେ ଦାସ ଦାସୀ ଦିନରାତି ଚବିଶ ଘଣ୍ଟା...

Read More

ଦୋମୁହାଁ ବିଚାର

ଘଞ୍ଚ ଅରଣ୍ୟ । ତା’ ମଧ୍ୟରେ ବହୁ ଜାତିର ଫଳ ଫୁଲ, ଲତାଦି ବୃକ୍ଷରେ ପୂର୍ଣ୍ଣ ହୋଇ ରହିଥାଏ । କେତେ ଜାତିର ସାତ ରଙ୍ଗରେ ଫୁଲ ସବୁ ବୃକ୍ଷରେ ଫୁଟି ହସୁଥାଏ । ନାଲି ହଳଦୀ ଆଉ ସବୁଜ ରଙ୍ଗର ପେନ୍ଥା ପେନ୍ଥା ଫଳ ମଧ୍ୟ ଝୁଲୁଥାଏ । ତେବେ କହିବାକୁ ଗଲେ ତାହା ଏପରି ଏକ ଅରଣ୍ୟ ଯେ ଝରଣାଠାରୁ ଫଳଫୁଲଯାଏ କୌଣସି କଥାରେ ଅଭାବ ନଥିଲା ।                 ତେଣୁ ଏପରି ଏକ...

Read More

ପଣ୍ଡିତ ବିଷ୍ଣୁଶର୍ମା ଓ ପଞ୍ଚତନ୍ତ୍ର

ପୃଥିବୀରେ ଯେତେ କାହାଣୀ ପଢ଼ିବାର କାହାଣୀ ଗ୍ରନ୍ଥ ଗ୍ରନ୍ଥାଗାରମାନଙ୍କରେ ରହିଅଛି ତନ୍ମଧ୍ୟରୁ ଏହି ଗ୍ରନ୍ଥଟି ସର୍ବଶ୍ରେଷ୍ଠ କାହାଣୀ ପୁସ୍ତକ ଭାବରେ ପରିଚିତ । ଏହି ଗ୍ରନ୍ଥଟି ଅନେକ ଗୁଡ଼ିଏ ଶିକ୍ଷଣୀୟ ତଥା ଉଦାହରଣ ବିଶିଷ୍ଟ କାହାଣୀ ରହିଥିଲେ ମଧ୍ୟ ଏହାର ନାମ ମଧ୍ୟ ଗୋଟିଏ – ତାହା ହେଉଛି ପଞ୍ଚତନ୍ତ୍ର । ଏହି ଗଳ୍ପ ବହୁ ଉଦାହରଣକୁ ନ୍ୟାୟ ବିଚାରକୁ ନେଇ...

Read More

ଗପ ସାରଣୀ

ତାଲିକାଭୁକ୍ତ ଗପ